ନିର୍ବାଚନ ପୂର୍ବରୁ ଚାଲିଗଲେ ରାଜସ୍ଥାନ କରଣପୁର ଆସନରେ ଲଢିବାକୁ ଥିବା କଂଗ୍ରେସ ପ୍ରାର୍ଥୀ
ମହିଳା ହକି ଦଳ ବିଶ୍ବ ରାଙ୍କିଂରେ ଭାରତ ଷଷ୍ଠ ସ୍ଥାନରେ
ଓଡ଼ିଶା 365 (ବ୍ୟୁରୋ) : ଭାରତୀୟ ମହିଳା ହକି ଦଳ ବିଶ୍ବ ରାଙ୍କିଂରେ ଷଷ୍ଠ ସ୍ଥାନ ଅଧିକାର କରିଛି । ଏସିଆନ ଚମ୍ଫିଆନ୍ସ ଟ୍ରଫିରେ ଅପରାଜେୟ ସହ ଚମ୍ଫିଆନ ହେବା ଭାରତୀୟ ମହିଳା ହକି ଦଳକୁ ମାନ୍ୟତାରେ ସଫଳତା ଆଣି ଦେଇଛି । ଭାରତର ଏହା ସର୍ବକାଳୀନ ସର୍ବେଶ୍ରେଷ ୱାର୍ଲ୍ଡ ରାଙ୍କିଂ ବୋଲି କୁହାଯାଇ ପାରିବ । ନିକଟରେ ଶେଷ ହୋଇଥିବା ଏସିଆନ ଚମ୍ପିଆନ୍ସ ଟ୍ରଫି ଓ ଏସୀଆନ ଗେମ୍ସ ପ୍ରଦର୍ଶନ ପାଇଁ ଭାରତର ଏଫଆଇଏଚ୍ ମାନ୍ୟତାରେ ବଡ଼ ଧରଣର ପରିବର୍ତ୍ତନ ହୋଇଛି, ଯାହା ଦେଶପାଇଁ ଶୁଭଙ୍କର ଅଟେ ।
ଏସିଆନ ଗେମ୍ସରେ ଭାରତ ବ୍ରୋଞ୍ଜ୍ ପଦକ ଜିତିଥିଲା । ଏସିଆନ୍ ଚମ୍ପିଆନ୍ସ ଟ୍ରଫି ଟାଇଟଲ ବିଜେତା ହୋଇଛି । ଏହା ପ୍ରଦର୍ଶନ ଆଧାରରେ ଦଳର ମାନ୍ୟତାରେ ଉନ୍ନତି ହୋଇଥିବା ଦେଖିବାକୁ ମିଳିଛି । ୨୩୬୮.୮୩ରେଟିଂ ପଏଣ୍ଟ୍ ସହ ଭାରତ ବିଶ୍ୱରେ ଷଷ୍ଠ ସ୍ଥାନ ଅଧିକାର କରିଛି । ତେବେ ୩୪୨୨.୪୦ ପଏଣ୍ଟ ସହ ନେଦରଲାଣ୍ଡ ଟେବୁଲ ଟପରେ ରହିଥିବା ବେଳେ ୨୮୧୭.୭୩ ପଏଣ୍ଟ ସହ ଅଷ୍ଟ୍ରେଲିଆ ଦ୍ବିତୀୟ ଏବଂ ୨୭୬୬.୯୦ପଏଣ୍ଟ ସହ ଆର୍ଜେଣ୍ଟିନା ତୃ଼ତୀୟ ସ୍ଥାନରେ ରହିଛି ।
ବେଲଜିୟମ ୨୬୦୮.୭୭ ପଏଣ୍ଟ ସହ ଚତୁର୍ଥ ସ୍ଥାନରେ ରହିଥିବା ବେଳେ ଜର୍ମାନୀ ୨୫୭୩.୭୨ ପଏଣ୍ଟ ସହ ପଞ୍ଚମ ସ୍ଥାନରେ ରହିଛି । ତେବେ ଭାରତୀୟ ମହିଳା ଦଳର ସଫଳତା ପାଇଁ ତାଙ୍କୁ ହକି ଇଣ୍ଡିଆ ସଭାପତି ଦିଲ୍ଲୀପ ତିର୍କୀ ଟ୍ୱିଟ୍ କରି ଶୁଭେଚ୍ଛା ଜଣାବା ସହ, ଖେଳାଳିମାନଙ୍କ ଏହିଭଳି କଠିନ ପରିଶ୍ରମ ଆଗକୁ ବିଶ୍ୱରେ ଦଳକୁ ୩ୟ ସ୍ଥାନରେ ପହଁଞ୍ଚାଇବା ନେଇ ଆଶା ମଧ୍ୟ କରିଛନ୍ତି ।
Trending Tag
ନିର୍ବାଚନ ପୂର୍ବରୁ ଚାଲିଗଲେ ରାଜସ୍ଥାନ କରଣପୁର ଆସନରେ ଲଢିବାକୁ ଥିବା କଂଗ୍ରେସ ପ୍ରାର୍ଥୀ
ଗାଜା ଷ୍ଟ୍ରିପ୍ ଉପରୁ ନିୟନ୍ତ୍ରଣ ହରାଇଛି ହମାସ୍: ଇସ୍ରାଏଲ ପ୍ରତିରକ୍ଷା ମନ୍ତ୍ରୀ
ଆଜି ଭାରତ-ନ୍ୟୁଜିଲ୍ୟାଣ୍ଡ ସେମି ଫାଇଟ୍; ମ୍ୟାଚ୍ ଦେଖିବାକୁ ଲାଗିବ ସେଲିବ୍ରିଟିଙ୍କ ଭିଡ଼
ଅଯୋଧ୍ୟାରେ ଶ୍ରୀରାମ ଜନ୍ମଭୂମି ମନ୍ଦିର ନିର୍ମାଣରେ କେ କେ ନାୟରଙ୍କ ଅବଦାନକୁ ମନେରଖିବ ଦେଶ
କୋଟିପତି ସହକାରୀ ଯନ୍ତ୍ରୀଙ୍କୁ ଗିରଫ କଲା ଭିଜିଲାନ୍ସ, ଜବତ ହୋଇଛି ୨୧ପ୍ଲଟ ସହ ୭୦ ଲକ୍ଷର ଡିପୋଜିଟ
ଦିଲ୍ଲୀ ବାୟୁ ନେଉଛି ଶିଶୁଙ୍କ ଜୀବନ; ମାସ୍କ ନ ପିନ୍ଧିଲେ ବୟସ୍କଙ୍କ ଜୀବନ ପ୍ରତି ବିପଦ
ମୁଁ ହୀରାନନ୍ଦନୀଙ୍କୁ ଆଇଡି ଏବଂ ପାସୱର୍ଡ ଦେଇଥିଲି: ଏମିତି କହିଲେ ଟିଏମସି ସାଂସଦ ମହୁଆ ମୈତ୍ରୀ
ନିର୍ବାଚନ ପୂର୍ବରୁ ଚାଲିଗଲେ ରାଜସ୍ଥାନ କରଣପୁର ଆସନରେ ଲଢିବାକୁ ଥିବା କଂଗ୍ରେସ ପ୍ରାର୍ଥୀ
ନିର୍ବାଚନ ପୂର୍ବରୁ ଚାଲିଗଲେ ରାଜସ୍ଥାନ କରଣପୁର ଆସନରେ ଲଢିବାକୁ ଥିବା କଂଗ୍ରେସ ପ୍ରାର୍ଥୀ
ନିର୍ବାଚନ ପୂର୍ବରୁ ଚାଲିଗଲେ ରାଜସ୍ଥାନ କରଣପୁର ଆସନରେ ଲଢିବାକୁ ଥିବା କଂଗ୍ରେସ ପ୍ରାର୍ଥୀ
ଶୁଭମନଙ୍କ ଆଉଟରେ କାନ୍ଦିଲେ ସାରା
ଦୀପାବଳି ପୂର୍ବରୁ ଗ୍ରାହକଙ୍କୁ ଝଟକା: ବଢିଲା ଗ୍ୟାସ୍ ଦର
ଅଗ୍ନିକାଣ୍ଡରେ ଜଳିଗଲା ଅନେକ ବସ୍
ଆରପାରିରେ ସଙ୍ଗୀତ ନିର୍ଦ୍ଦେଶକ ସ୍ୱରୂପ ନାୟକ
ଦଶହରା ଉପଲକ୍ଷେ ଆମର ସ୍ଵତନ୍ତ୍ର ପ୍ରସ୍ତୁତି 'ଆସୁଛନ୍ତି ମା'... ଯୋଡ଼ିହୋଇ ରୁହନ୍ତୁ ଆମ ସହ
ଦୁଇ ଜଣଙ୍କୁ ପ୍ରେମ କରି ଅଡୁଆରେ ବିଜେଡି ବିଧାୟକ; କଟିପାରେ ଟିକେଟ୍
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ବାଚସ୍ପତି ହୋଇଛନ୍ତି ପ୍ରମିଳା ମଲ୍ଲିକ
ଚୁଟକିରେ ଦୂରହେବ ଗ୍ୟାସ ସମସ୍ୟା
ଓଡ଼ିଶାରେ ବିଜେପି ଆସିଲେ ଶିକ୍ଷକଙ୍କ ଦୁଃଖ ଦୁର ହେବ: ବିଧାୟକ ସୂର୍ଯ୍ୟବଂଶୀ ସୂରଜ
୭୮ ବର୍ଷରେ ପାଦ ଥାପିଲେ ନବୀନ, ଭଉଣୀଙ୍କ ଦେହାନ୍ତ ପାଇଁ ଏଥର ଜନ୍ମଦିନ ପାଳିବେନି
ସମ୍ବଲପୁରରୁ ଧର୍ମେନ୍ଦ୍ର ପ୍ରଧାନ ଲଢିବା ନେଇ ଆଭାସ ଦେଲେ ସୁବାସ
ରାଜ୍ୟ ସ୍ୱାର୍ଥ ସମ୍ବଳିତ ବିଭିନ୍ନ ଅଭିଯୋଗ ନେଇ ଦିଲ୍ଲୀ ଯିବେ ରାଜ୍ୟର ୨୨ ବିଜେପି ବିଧାୟକ