ନିର୍ବାଚନ ପୂର୍ବରୁ ଚାଲିଗଲେ ରାଜସ୍ଥାନ କରଣପୁର ଆସନରେ ଲଢିବାକୁ ଥିବା କଂଗ୍ରେସ ପ୍ରାର୍ଥୀ
କୋଟିପତି ସହକାରୀ ଯନ୍ତ୍ରୀଙ୍କୁ ଗିରଫ କଲା ଭିଜିଲାନ୍ସ, ଜବତ ହୋଇଛି ୨୧ପ୍ଲଟ ସହ ୭୦ ଲକ୍ଷର ଡିପୋଜିଟ
ଓଡ଼ିଶା 365 (ବ୍ୟୁରୋ): କୋଟିପତି ସହକାରୀ ଯନ୍ତ୍ରୀ ଅର୍ଜୁନ କୁମାର ସାହୁ ଗିରଫ। ଅର୍ଜୁନଙ୍କ ଠାରୁ ୨୧ପ୍ଲଟ ସହ ୭୦ ଲକ୍ଷର ଡିପୋଜିଟ ଠାବ ପରେ ଗିରଫ କଲା ଭିଜିଲାନ୍ସ। ସାଲେପୁର ଗ୍ରାମ୍ୟ ପୂର୍ତ୍ତ ବିଭାଗ ସବ ଡିଭିଜନ ସହକାରୀ ଯନ୍ତ୍ରୀ ଅର୍ଜୁନ କୁମାର ସାହୁ। ଗିରଫ ପରେ ଆଜି ତାଙ୍କୁ ଭୁବନେଶ୍ବର ଭିଜିଲାନ୍ସ କୋର୍ଟରେ ହାଜର କରାଯିବ । ଆୟ ବର୍ହିଭୂତ ସମ୍ପତ୍ତି ନେଇ ଭିଜିଲାନ୍ସକୁ ସନ୍ତୋଷଜନକ ଉତ୍ତର ଦେଇପାରି ନାହାନ୍ତି ଅର୍ଜୁନ।
କହିରଖୁ କି, ଆୟ ବର୍ହିଭୂତ ସମ୍ପତ୍ତି ଠୁଅ ଅଭିଯୋଗ ପରେ ଗତକାଲି ଏକକାଳୀନ ୮ଟି ସ୍ଥାନରେ ଚଢାଉ କରିଥିଲା ଭିଜିଲାନ୍ସ ଟିମ୍ । ଭୁବନେଶ୍ୱର ଖଣ୍ଡଗିରି ବିହାରରେ ଅଛି ତିନି ମହଲା ଘର। ଡେରାବିଶି ସଦାନନ୍ଦପୁରରେ ଅଛି ଦୁଇ ମହଲା ଘର। କେନ୍ଦ୍ରାପଡା ବଳରାମପୁର ଭଡ଼ା ଘରେ ଚଢ଼ାଉ ହୋଇଥିଲା। ସାଲେପୁର ସରକାରୀ ବାସଭବନ ଏବଂ କେନ୍ଦ୍ରାପଡା ରାଇପୁରରେ ସମ୍ପର୍କୀୟଙ୍କ ଘରେ ଚଢ଼ାଉ କରିଥିଲା। କେନ୍ଦ୍ରାପଡା ବଡ଼ହାଟରେ ତାଙ୍କର ସହଯୋଗୀଙ୍କ ଏବଂ କେନ୍ଦ୍ରାପଡାରେ ଅନ୍ୟ ଜଣେ ଘନିଷ୍ଠ ସହଯୋଗୀଙ୍କ ଘରେ ମଧ୍ୟ ଚଢ଼ାଉ ହୋଇଥିଲା। ଏହାସହ ସହକାରୀ ଯନ୍ତ୍ରୀଙ୍କ ୨୧ଟି ପ୍ଲଟ ରହିଛି। ୭୦ ଲକ୍ଷରୁ ଅଧିକ ଟଙ୍କାର ଜମାରାଶି, ୨୧୮ ଗ୍ରାମ ସୁନା ଅଳଙ୍କାର, ୩ଟି ଚାରି ଚକିଆ ଓ ନଗଦ ୩ଲକ୍ଷ ଟଙ୍କା ଜବତ କରିଛି ଭିଜିଲାନ୍ସ ।
Trending Tag
ନିର୍ବାଚନ ପୂର୍ବରୁ ଚାଲିଗଲେ ରାଜସ୍ଥାନ କରଣପୁର ଆସନରେ ଲଢିବାକୁ ଥିବା କଂଗ୍ରେସ ପ୍ରାର୍ଥୀ
ଗାଜା ଷ୍ଟ୍ରିପ୍ ଉପରୁ ନିୟନ୍ତ୍ରଣ ହରାଇଛି ହମାସ୍: ଇସ୍ରାଏଲ ପ୍ରତିରକ୍ଷା ମନ୍ତ୍ରୀ
ଆଜି ଭାରତ-ନ୍ୟୁଜିଲ୍ୟାଣ୍ଡ ସେମି ଫାଇଟ୍; ମ୍ୟାଚ୍ ଦେଖିବାକୁ ଲାଗିବ ସେଲିବ୍ରିଟିଙ୍କ ଭିଡ଼

ଉତ୍ତରାଖଣ୍ଡ ଉତ୍ତରକାଶୀରେ ଟନେଲ ଭୁଷୁଡ଼ିବା ଘଟଣା: ୩ୟ ଦିନରେ ଉଦ୍ଧାର କାର୍ଯ୍ୟ ଜାରି
ଆରମ୍ଭ ହେଲା କାଉଣ୍ଟଡାଉନ: ୱାଙ୍ଖାଡେରେ ଆଜି ଭାରତ-ନ୍ୟୁଜିଲାଣ୍ଡ ସେମିଫାଇନାଲ୍ ମୁକାବିଲା
ନିର୍ବାଚନ ପୂର୍ବରୁ ଚାଲିଗଲେ ରାଜସ୍ଥାନ କରଣପୁର ଆସନରେ ଲଢିବାକୁ ଥିବା କଂଗ୍ରେସ ପ୍ରାର୍ଥୀ
ନିର୍ବାଚନ ପୂର୍ବରୁ ଚାଲିଗଲେ ରାଜସ୍ଥାନ କରଣପୁର ଆସନରେ ଲଢିବାକୁ ଥିବା କଂଗ୍ରେସ ପ୍ରାର୍ଥୀ
ଶୁଭମନଙ୍କ ଆଉଟରେ କାନ୍ଦିଲେ ସାରା
ଦୀପାବଳି ପୂର୍ବରୁ ଗ୍ରାହକଙ୍କୁ ଝଟକା: ବଢିଲା ଗ୍ୟାସ୍ ଦର
ଅଗ୍ନିକାଣ୍ଡରେ ଜଳିଗଲା ଅନେକ ବସ୍
ଆରପାରିରେ ସଙ୍ଗୀତ ନିର୍ଦ୍ଦେଶକ ସ୍ୱରୂପ ନାୟକ
ଦଶହରା ଉପଲକ୍ଷେ ଆମର ସ୍ଵତନ୍ତ୍ର ପ୍ରସ୍ତୁତି 'ଆସୁଛନ୍ତି ମା'... ଯୋଡ଼ିହୋଇ ରୁହନ୍ତୁ ଆମ ସହ
ଦୁଇ ଜଣଙ୍କୁ ପ୍ରେମ କରି ଅଡୁଆରେ ବିଜେଡି ବିଧାୟକ; କଟିପାରେ ଟିକେଟ୍
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ବାଚସ୍ପତି ହୋଇଛନ୍ତି ପ୍ରମିଳା ମଲ୍ଲିକ
ଚୁଟକିରେ ଦୂରହେବ ଗ୍ୟାସ ସମସ୍ୟା
ଓଡ଼ିଶାରେ ବିଜେପି ଆସିଲେ ଶିକ୍ଷକଙ୍କ ଦୁଃଖ ଦୁର ହେବ: ବିଧାୟକ ସୂର୍ଯ୍ୟବଂଶୀ ସୂରଜ
୭୮ ବର୍ଷରେ ପାଦ ଥାପିଲେ ନବୀନ, ଭଉଣୀଙ୍କ ଦେହାନ୍ତ ପାଇଁ ଏଥର ଜନ୍ମଦିନ ପାଳିବେନି
ସମ୍ବଲପୁରରୁ ଧର୍ମେନ୍ଦ୍ର ପ୍ରଧାନ ଲଢିବା ନେଇ ଆଭାସ ଦେଲେ ସୁବାସ
ରାଜ୍ୟ ସ୍ୱାର୍ଥ ସମ୍ବଳିତ ବିଭିନ୍ନ ଅଭିଯୋଗ ନେଇ ଦିଲ୍ଲୀ ଯିବେ ରାଜ୍ୟର ୨୨ ବିଜେପି ବିଧାୟକ