ନିର୍ବାଚନ ପୂର୍ବରୁ ଚାଲିଗଲେ ରାଜସ୍ଥାନ କରଣପୁର ଆସନରେ ଲଢିବାକୁ ଥିବା କଂଗ୍ରେସ ପ୍ରାର୍ଥୀ
ଜନ୍ମଦିନରେ ବିରାଟଙ୍କ ଶତକ, ସଚିନଙ୍କ ୪୯ ଶତକର ସମକକ୍ଷ
ଓଡ଼ିଶା 365(ବ୍ୟୁରୋ): ନିଜର ଜନ୍ମଦିନରେ ଯାଦୁ ଦେଖାଇଛନ୍ତି କିଙ୍ଗ କୋହଲି । ଭାରତର କୋଟି କୋଟି କ୍ରିକେଟପ୍ରେମୀଙ୍କୁ ଦେଇଛନ୍ତି ସ୍ମରଣୀୟ ଶତକ ଉପହାର। ଏହାସହ ମାଷ୍ଟର ବ୍ଲାଷ୍ଟର ସଚିନ ତେନ୍ଦୁଲକରଙ୍କ ୪୯ ଦିନିକିଆ ଶତକର ସମକକ୍ଷ ହୋଇଛନ୍ତି କୋହଲି । ବିରାଟଙ୍କ ଏହି ଶତକ ବଳରେ କୋଲକାତାର ଇଡେନ ଗାଡେନ୍ସରେ ଖେଳାଯାଉଥିବା ବିଶ୍ବକପର ଏକ ମ୍ୟାଚରେ ଦକ୍ଷିଣ ଆଫ୍ରିକା ଆଗରେ ୩୨୭ ରନର ବିଜୟ ଲକ୍ଷ୍ୟ ରଖିଛି ଭାରତ । ଭାରତ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା । ରୋହିତ ଶର୍ମା ୪୦ ରନ ଓ ଶୁଭମନ ଗିଲ୍ ୨୩ ରନ କରି ଆଉଟ ହେବା ପରେ କୋହଲି ଓ ଶ୍ରେୟସ ଆୟର ସ୍କୋରକୁ ଦ୍ରୁତ ଗତିରେ ଆଗେଇ ନେବାରେ ସହାୟକ ହୋଇଥିଲା। ଶ୍ରେୟସ ଆୟର ୭୭ ରନରେ ଆଉଟ ହୋଇଯାଇଥିଲେ। କେଏଲ ରାହୁଲ ମଧ୍ୟ କ୍ରିଜରେ ବେଶୀ ସମୟ ରହିପାରିନଥିଲେ । ମାତ୍ର ୮ ରନରେ ସେ ଆଉଟ ହୋଇଯାଇଥିଲେ । ତେବେ ବିରାଟ କୋହଲି ସୂର୍ଯ୍ୟକୁମାର ଯାଦବ ଓ ରବୀନ୍ଦ୍ର ଜାଦେଜାଙ୍କ ଦମଦାର ପ୍ରଦର୍ଶନ ବଳରେ ୫୦ ଓଭରରେ ୩୨୬ ରନ କରିପାରିଛି ଭାରତ ।
Trending Tag
ନିର୍ବାଚନ ପୂର୍ବରୁ ଚାଲିଗଲେ ରାଜସ୍ଥାନ କରଣପୁର ଆସନରେ ଲଢିବାକୁ ଥିବା କଂଗ୍ରେସ ପ୍ରାର୍ଥୀ
ଗାଜା ଷ୍ଟ୍ରିପ୍ ଉପରୁ ନିୟନ୍ତ୍ରଣ ହରାଇଛି ହମାସ୍: ଇସ୍ରାଏଲ ପ୍ରତିରକ୍ଷା ମନ୍ତ୍ରୀ
ଆଜି ଭାରତ-ନ୍ୟୁଜିଲ୍ୟାଣ୍ଡ ସେମି ଫାଇଟ୍; ମ୍ୟାଚ୍ ଦେଖିବାକୁ ଲାଗିବ ସେଲିବ୍ରିଟିଙ୍କ ଭିଡ଼

ଉତ୍ତରାଖଣ୍ଡ ଉତ୍ତରକାଶୀରେ ଟନେଲ ଭୁଷୁଡ଼ିବା ଘଟଣା: ୩ୟ ଦିନରେ ଉଦ୍ଧାର କାର୍ଯ୍ୟ ଜାରି
ଆରମ୍ଭ ହେଲା କାଉଣ୍ଟଡାଉନ: ୱାଙ୍ଖାଡେରେ ଆଜି ଭାରତ-ନ୍ୟୁଜିଲାଣ୍ଡ ସେମିଫାଇନାଲ୍ ମୁକାବିଲା
ନିର୍ବାଚନ ପୂର୍ବରୁ ଚାଲିଗଲେ ରାଜସ୍ଥାନ କରଣପୁର ଆସନରେ ଲଢିବାକୁ ଥିବା କଂଗ୍ରେସ ପ୍ରାର୍ଥୀ
ନିର୍ବାଚନ ପୂର୍ବରୁ ଚାଲିଗଲେ ରାଜସ୍ଥାନ କରଣପୁର ଆସନରେ ଲଢିବାକୁ ଥିବା କଂଗ୍ରେସ ପ୍ରାର୍ଥୀ
ଶୁଭମନଙ୍କ ଆଉଟରେ କାନ୍ଦିଲେ ସାରା
ଦୀପାବଳି ପୂର୍ବରୁ ଗ୍ରାହକଙ୍କୁ ଝଟକା: ବଢିଲା ଗ୍ୟାସ୍ ଦର
ଅଗ୍ନିକାଣ୍ଡରେ ଜଳିଗଲା ଅନେକ ବସ୍
ଆରପାରିରେ ସଙ୍ଗୀତ ନିର୍ଦ୍ଦେଶକ ସ୍ୱରୂପ ନାୟକ
ଦଶହରା ଉପଲକ୍ଷେ ଆମର ସ୍ଵତନ୍ତ୍ର ପ୍ରସ୍ତୁତି 'ଆସୁଛନ୍ତି ମା'... ଯୋଡ଼ିହୋଇ ରୁହନ୍ତୁ ଆମ ସହ
ଦୁଇ ଜଣଙ୍କୁ ପ୍ରେମ କରି ଅଡୁଆରେ ବିଜେଡି ବିଧାୟକ; କଟିପାରେ ଟିକେଟ୍
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ବାଚସ୍ପତି ହୋଇଛନ୍ତି ପ୍ରମିଳା ମଲ୍ଲିକ
ଚୁଟକିରେ ଦୂରହେବ ଗ୍ୟାସ ସମସ୍ୟା
ଓଡ଼ିଶାରେ ବିଜେପି ଆସିଲେ ଶିକ୍ଷକଙ୍କ ଦୁଃଖ ଦୁର ହେବ: ବିଧାୟକ ସୂର୍ଯ୍ୟବଂଶୀ ସୂରଜ
୭୮ ବର୍ଷରେ ପାଦ ଥାପିଲେ ନବୀନ, ଭଉଣୀଙ୍କ ଦେହାନ୍ତ ପାଇଁ ଏଥର ଜନ୍ମଦିନ ପାଳିବେନି
ସମ୍ବଲପୁରରୁ ଧର୍ମେନ୍ଦ୍ର ପ୍ରଧାନ ଲଢିବା ନେଇ ଆଭାସ ଦେଲେ ସୁବାସ
ରାଜ୍ୟ ସ୍ୱାର୍ଥ ସମ୍ବଳିତ ବିଭିନ୍ନ ଅଭିଯୋଗ ନେଇ ଦିଲ୍ଲୀ ଯିବେ ରାଜ୍ୟର ୨୨ ବିଜେପି ବିଧାୟକ