ନିର୍ବାଚନ ପୂର୍ବରୁ ଚାଲିଗଲେ ରାଜସ୍ଥାନ କରଣପୁର ଆସନରେ ଲଢିବାକୁ ଥିବା କଂଗ୍ରେସ ପ୍ରାର୍ଥୀ
ଆରମ୍ଭ ହେଲା କାଉଣ୍ଟଡାଉନ: ୱାଙ୍ଖାଡେରେ ଆଜି ଭାରତ-ନ୍ୟୁଜିଲାଣ୍ଡ ସେମିଫାଇନାଲ୍ ମୁକାବିଲା
ଓଡ଼ିଶା 365 (ବ୍ୟୁରୋ): ଆଉ ମାତ୍ର କିଛି ଘଣ୍ଟାର ଅପେକ୍ଷା । ଆରମ୍ଭ ହେବ ସେମି ଫାଇନାଲ୍ ଟକ୍କର । ୧୪୦ କୋଟି ଭାରତୀୟଙ୍କ ନଜରରେ ରହିଛି ଏହି ଭାରତ-ନ୍ୟୁଜିଲ୍ୟାଣ୍ଡର ସେମିଫାଇନାଲ୍ ମ୍ୟାଚ୍ ଉପରେ । ମୁମ୍ବାଇର ୱାଙ୍ଖଡେରେ ମୁହାଁମୁହିଁ ହେବେ ଦୁଇ ପାୱାର ହାଉସ । ୧୨ ବର୍ଷ ପରେ ପୁଣି ଟାଇଟଲ୍ ଅପେକ୍ଷାରେ ମେନ୍ ଇନ୍ ବ୍ଲୁ । ମ୍ୟାଚ୍କୁ ନେଇ ଆରମ୍ଭ ହୋଇଗଲାଣି କାଉଂଟଡାଉନ୍ । କ୍ରୀଡ଼ାପ୍ରେମୀ ଅନେକ ଉତ୍ସାହ ଓ ଉକ୍ରଣ୍ଠା ସହ ଏହି ମ୍ୟାଚକୁ ଅପେକ୍ଷା କରି ରହିଛନ୍ତି । ରାଉଣ୍ଡ ରବିନ୍ରେ ଲଗାତର ୯ଟି ମ୍ୟାଚ୍ ଜିତି ଅପରାଜେୟ ଥିବା ଟିମ୍ ଇଣ୍ଡିଆ ଧାରା ବଜାୟ ରଖି ଟାଇଟଲ୍ ରାଉଣ୍ଡରେ ପ୍ରବେଶ କରିବାକୁ ଲକ୍ଷ୍ୟ ରଖିଛି ।
ସେପଟେ ପୁଣିଥରେ ଭାରତକୁ ସେମିଫାଇନାଲ୍ରେ ହରାଇ କ୍ରମାଗତ ତୃତୀୟଥର ବିଶ୍ୱକପ୍ ଫାଇନାଲ୍ ପାଇଁ ଅଂଟା ଭିଡ଼ି କିୱି ଟିମ୍ । ୨୦୧୯ରେ ମାଂଚେଷ୍ଟରର ଓଲ୍ଡ ଟ୍ରାଫର୍ଡ ଗ୍ରାଉଣ୍ଡରେ ମହେନ୍ଦ୍ର ସିଂ ଧୋନୀଙ୍କ ସେହି ରନ୍ ଆଉଟ୍ ଭାରତର ସବୁ ଆଶା ଶେଷ କରିଦେଇଥିଲା । ସେହି ଦୁଃଖଦ ବିଦାୟକୁ ଏବେବି ଭୁଲିପାରିନାହାନ୍ତି ଭାରତୀୟ କ୍ରିକେଟ୍ ପ୍ରେମୀ । କେବଳ ଭାରତୀୟ ନୁହେଁ, ନିଜେ ଧୋନୀ ମଧ୍ୟ ରନ୍ ଆଉଟ୍ ପରେ ନିଜ ଭାବନାକୁ କାବୁ କରିପାରିନଥିଲେ । ଆଜିର ଏହି ମ୍ୟାଚକୁ ସମସ୍ତେ ବେଶ୍ ଉତ୍ସାହର ସହ ଅପେକ୍ଷା କରିଛନ୍ତି ।
Trending Tag
ନିର୍ବାଚନ ପୂର୍ବରୁ ଚାଲିଗଲେ ରାଜସ୍ଥାନ କରଣପୁର ଆସନରେ ଲଢିବାକୁ ଥିବା କଂଗ୍ରେସ ପ୍ରାର୍ଥୀ
ଗାଜା ଷ୍ଟ୍ରିପ୍ ଉପରୁ ନିୟନ୍ତ୍ରଣ ହରାଇଛି ହମାସ୍: ଇସ୍ରାଏଲ ପ୍ରତିରକ୍ଷା ମନ୍ତ୍ରୀ
ଆଜି ଭାରତ-ନ୍ୟୁଜିଲ୍ୟାଣ୍ଡ ସେମି ଫାଇଟ୍; ମ୍ୟାଚ୍ ଦେଖିବାକୁ ଲାଗିବ ସେଲିବ୍ରିଟିଙ୍କ ଭିଡ଼
ଅଯୋଧ୍ୟାରେ ଶ୍ରୀରାମ ଜନ୍ମଭୂମି ମନ୍ଦିର ନିର୍ମାଣରେ କେ କେ ନାୟରଙ୍କ ଅବଦାନକୁ ମନେରଖିବ ଦେଶ
କୋଟିପତି ସହକାରୀ ଯନ୍ତ୍ରୀଙ୍କୁ ଗିରଫ କଲା ଭିଜିଲାନ୍ସ, ଜବତ ହୋଇଛି ୨୧ପ୍ଲଟ ସହ ୭୦ ଲକ୍ଷର ଡିପୋଜିଟ
ଦିଲ୍ଲୀ ବାୟୁ ନେଉଛି ଶିଶୁଙ୍କ ଜୀବନ; ମାସ୍କ ନ ପିନ୍ଧିଲେ ବୟସ୍କଙ୍କ ଜୀବନ ପ୍ରତି ବିପଦ
ମୁଁ ହୀରାନନ୍ଦନୀଙ୍କୁ ଆଇଡି ଏବଂ ପାସୱର୍ଡ ଦେଇଥିଲି: ଏମିତି କହିଲେ ଟିଏମସି ସାଂସଦ ମହୁଆ ମୈତ୍ରୀ
ନିର୍ବାଚନ ପୂର୍ବରୁ ଚାଲିଗଲେ ରାଜସ୍ଥାନ କରଣପୁର ଆସନରେ ଲଢିବାକୁ ଥିବା କଂଗ୍ରେସ ପ୍ରାର୍ଥୀ
ନିର୍ବାଚନ ପୂର୍ବରୁ ଚାଲିଗଲେ ରାଜସ୍ଥାନ କରଣପୁର ଆସନରେ ଲଢିବାକୁ ଥିବା କଂଗ୍ରେସ ପ୍ରାର୍ଥୀ
ଶୁଭମନଙ୍କ ଆଉଟରେ କାନ୍ଦିଲେ ସାରା
ଦୀପାବଳି ପୂର୍ବରୁ ଗ୍ରାହକଙ୍କୁ ଝଟକା: ବଢିଲା ଗ୍ୟାସ୍ ଦର
ଅଗ୍ନିକାଣ୍ଡରେ ଜଳିଗଲା ଅନେକ ବସ୍
ଆରପାରିରେ ସଙ୍ଗୀତ ନିର୍ଦ୍ଦେଶକ ସ୍ୱରୂପ ନାୟକ
ଦଶହରା ଉପଲକ୍ଷେ ଆମର ସ୍ଵତନ୍ତ୍ର ପ୍ରସ୍ତୁତି 'ଆସୁଛନ୍ତି ମା'... ଯୋଡ଼ିହୋଇ ରୁହନ୍ତୁ ଆମ ସହ
ଦୁଇ ଜଣଙ୍କୁ ପ୍ରେମ କରି ଅଡୁଆରେ ବିଜେଡି ବିଧାୟକ; କଟିପାରେ ଟିକେଟ୍
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ବାଚସ୍ପତି ହୋଇଛନ୍ତି ପ୍ରମିଳା ମଲ୍ଲିକ
ଚୁଟକିରେ ଦୂରହେବ ଗ୍ୟାସ ସମସ୍ୟା
ଓଡ଼ିଶାରେ ବିଜେପି ଆସିଲେ ଶିକ୍ଷକଙ୍କ ଦୁଃଖ ଦୁର ହେବ: ବିଧାୟକ ସୂର୍ଯ୍ୟବଂଶୀ ସୂରଜ
୭୮ ବର୍ଷରେ ପାଦ ଥାପିଲେ ନବୀନ, ଭଉଣୀଙ୍କ ଦେହାନ୍ତ ପାଇଁ ଏଥର ଜନ୍ମଦିନ ପାଳିବେନି
ସମ୍ବଲପୁରରୁ ଧର୍ମେନ୍ଦ୍ର ପ୍ରଧାନ ଲଢିବା ନେଇ ଆଭାସ ଦେଲେ ସୁବାସ
ରାଜ୍ୟ ସ୍ୱାର୍ଥ ସମ୍ବଳିତ ବିଭିନ୍ନ ଅଭିଯୋଗ ନେଇ ଦିଲ୍ଲୀ ଯିବେ ରାଜ୍ୟର ୨୨ ବିଜେପି ବିଧାୟକ