ନିର୍ବାଚନ ପୂର୍ବରୁ ଚାଲିଗଲେ ରାଜସ୍ଥାନ କରଣପୁର ଆସନରେ ଲଢିବାକୁ ଥିବା କଂଗ୍ରେସ ପ୍ରାର୍ଥୀ
୨୧ରେ ଉପବାଚସ୍ପତି ନିର୍ବାଚନ
ଓଡ଼ିଶା 365 (ବ୍ୟୁରୋ) : ନଭେମ୍ବର ୨୧ ତାରିଖରେ ହେବ ଓଡ଼ିଶା ବିଧାନସଭାର ଉପବାଚସ୍ପତି ନିର୍ବାଚନ। ୨୧ ତାରିଖ ସକାଳ ୯ଟା ୩୦ରେ ଉପବାଚସ୍ପତି ନିର୍ବାଚନ ହେବା ନେଇ ସମସ୍ତ ସଦସ୍ୟଙ୍କୁ ଚିଠି ଜରିଆରେ ଆବଗତ କରିଛନ୍ତି ବିଧାନସଭା ସଚିବ। ୨୦ ତାରିଖ ମଧ୍ୟାହ୍ନ ୧୨ଟା ସୁ୍ଦ୍ଧା ନାମାଙ୍କନ ଦାଖଲ କରିବେ ସଦସ୍ୟ । । ରଜନୀକାନ୍ତ ସିଂହଙ୍କ ଇସ୍ତଫା ପରେ ଖାଲି ପଡ଼ିଛି ଉପବାଚସ୍ପତି ପଦ। ସୂଚନାଯୋଗ୍ୟ, ବିଧାନସଭାର ଉପବାଚସ୍ପତି ରଜନୀକାନ୍ତ ସିଂହ କିଛି ଦିନ ତଳେ ତାଙ୍କ ପଦରୁ ଇସ୍ତଫା ଦେଇଥିଲେ। ସେ ବାଚସ୍ପତି ମଲ୍ଲିକଙ୍କୁୁ ଭେଟି ନିଜ ଇସ୍ତଫାପତ୍ର ଦେଇଥିଲେ। ସେ କହିଥିଲେ ଯେ ଉପବାଚସ୍ପତି ଏକ ସାମ୍ବିଧାନିକ ପଦ। ତେଣୁ ସାମ୍ବିଧାନିକ ପଦବୀରେ ଥିବାରୁ ଦଳୀୟ ସଂଗଠନ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିପାରୁନଥିଲି। ଆଖି ଆଗରେ ନିର୍ବାଚନ ଅଛି। ତେଣୁ ଦଳୀୟ ସଂଗଠନ ସହ ଦଳୀୟ କାର୍ଯ୍ୟ ପାଇଁ ଇସ୍ତଫା ଦେଇଛି। ୨୦୦୪ ମସିହାରୁ ଶ୍ରୀ ସିଂହ କ୍ରମାଗତ ଭାବେ ଅନୁଗୁଳ ବିଧାନସଭା ଆସନରୁ ଜିତି ଆସୁଥିବା ବେଳେ ୨୦୧୯ ଜୁନ୍ ମାସରୁ ଉପବାଚସ୍ପତି ଭାବେ କାର୍ଯ୍ୟ କରୁଥିଲେ।
Trending Tag
ନିର୍ବାଚନ ପୂର୍ବରୁ ଚାଲିଗଲେ ରାଜସ୍ଥାନ କରଣପୁର ଆସନରେ ଲଢିବାକୁ ଥିବା କଂଗ୍ରେସ ପ୍ରାର୍ଥୀ
ଗାଜା ଷ୍ଟ୍ରିପ୍ ଉପରୁ ନିୟନ୍ତ୍ରଣ ହରାଇଛି ହମାସ୍: ଇସ୍ରାଏଲ ପ୍ରତିରକ୍ଷା ମନ୍ତ୍ରୀ
ଆଜି ଭାରତ-ନ୍ୟୁଜିଲ୍ୟାଣ୍ଡ ସେମି ଫାଇଟ୍; ମ୍ୟାଚ୍ ଦେଖିବାକୁ ଲାଗିବ ସେଲିବ୍ରିଟିଙ୍କ ଭିଡ଼
ଅଯୋଧ୍ୟାରେ ଶ୍ରୀରାମ ଜନ୍ମଭୂମି ମନ୍ଦିର ନିର୍ମାଣରେ କେ କେ ନାୟରଙ୍କ ଅବଦାନକୁ ମନେରଖିବ ଦେଶ
କୋଟିପତି ସହକାରୀ ଯନ୍ତ୍ରୀଙ୍କୁ ଗିରଫ କଲା ଭିଜିଲାନ୍ସ, ଜବତ ହୋଇଛି ୨୧ପ୍ଲଟ ସହ ୭୦ ଲକ୍ଷର ଡିପୋଜିଟ
ଦିଲ୍ଲୀ ବାୟୁ ନେଉଛି ଶିଶୁଙ୍କ ଜୀବନ; ମାସ୍କ ନ ପିନ୍ଧିଲେ ବୟସ୍କଙ୍କ ଜୀବନ ପ୍ରତି ବିପଦ
ମୁଁ ହୀରାନନ୍ଦନୀଙ୍କୁ ଆଇଡି ଏବଂ ପାସୱର୍ଡ ଦେଇଥିଲି: ଏମିତି କହିଲେ ଟିଏମସି ସାଂସଦ ମହୁଆ ମୈତ୍ରୀ
ନିର୍ବାଚନ ପୂର୍ବରୁ ଚାଲିଗଲେ ରାଜସ୍ଥାନ କରଣପୁର ଆସନରେ ଲଢିବାକୁ ଥିବା କଂଗ୍ରେସ ପ୍ରାର୍ଥୀ
ନିର୍ବାଚନ ପୂର୍ବରୁ ଚାଲିଗଲେ ରାଜସ୍ଥାନ କରଣପୁର ଆସନରେ ଲଢିବାକୁ ଥିବା କଂଗ୍ରେସ ପ୍ରାର୍ଥୀ
ନିର୍ବାଚନ ପୂର୍ବରୁ ଚାଲିଗଲେ ରାଜସ୍ଥାନ କରଣପୁର ଆସନରେ ଲଢିବାକୁ ଥିବା କଂଗ୍ରେସ ପ୍ରାର୍ଥୀ
ଆଜି ବିଶ୍ୱ ମଧୁମେହ ଦିବସ
୧୫ କୋଟିରୁ ଅଧିକ ଟଙ୍କାର କୋକେନ୍ ଜବତ, ୨ ବିଦେଶୀ ଗିରଫ
ମହିଳା ହକି ଦଳ ବିଶ୍ବ ରାଙ୍କିଂରେ ଭାରତ ଷଷ୍ଠ ସ୍ଥାନରେ
ହମାସ ଉପରେ ଇସ୍ରାଏଲର ଘନ ଘନ ଆଟାକ୍: ଦୁଇ ଭାଗ ହେଲା ଗାଜା
ନେପାଳରେ କାହିଁକି ବାରମ୍ବାର ହେଉଛି ଭୂମିକମ୍ପ: ଜାଣନ୍ତୁ କାରଣ?
ହମାସର ଦାବି: ଗାଜାର ସ୍କୁଲ ଉପରେ ଇସ୍ରାଏଲର ଆକ୍ରମଣ, ୨୦ମୃତ
ଇସ୍ରାଏଲ-ହମାସ ଯୁଦ୍ଧ: ଆତଙ୍କବାଦୀଙ୍କ ଉପରେ ପ୍ରତିବନ୍ଧକ ଲଗାଇଲା ଜର୍ମାନୀ
ଇସ୍ରାଏଲ-ହମାସ ଯୁଦ୍ଧ ଭିତରେ ଭାରତ ଆସୁଛନ୍ତି ଆମେରିକାର ପ୍ରତିରକ୍ଷା ଓ ବୈଦେଶିକ ମନ୍ତ୍ରୀ
ଇସ୍ରାଏଲ୍ ଓ ହମାସର ଯୁଦ୍ଧ ଭିତରକୁ ଡେଇଁଲା ୟେମେନ
ଦଶହରା ଉପଲକ୍ଷେ ଆମର ସ୍ଵତନ୍ତ୍ର ପ୍ରସ୍ତୁତି 'ଆସୁଛନ୍ତି ମା'... ଯୋଡ଼ିହୋଇ ରୁହନ୍ତୁ ଆମ ସହ