Sunday, January 19, 2025

Logo
Loading...
google-add

ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଅଧୀକ୍ଷଣ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍

Rasmi Ranjan Rout | 10:57 AM, Wed Nov 08, 2023

ଓଡ଼ିଶା 365(ବ୍ୟୁରୋ): ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଭୁବନେଶ୍ୱର ପିଏଚ୍‌ ଡିଭିଜନ ଅଧୀକ୍ଷଣ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଭିଜିଲାମ୍ସ ରେଡ । ଏକକାଳୀନ ପିଏଚ୍‌ ଡିଭିଜନ ଅଧୀକ୍ଷଣ ଯନ୍ତ୍ରୀ ବିଶ୍ୱବନ୍ଧୁ ପାଣିଗ୍ରାହୀଙ୍କ ୬ଟି ସ୍ଥାନରେ ଚଢ଼ଉ କରାଯାଇଛି। ଭୁବନେଶ୍ୱରର ଅଫିସ ସମେତ ୪ଟି ସ୍ଥାନରେ ଚଢ଼ଉ ହୋଇଛି। VSS ନଗରରେ ୨ଟି ଓ ରୁଦ୍ରପୁରରେ ଥିବା ଘର, ଭଦ୍ରକ ମଠସାହି ଓ ପୈତୃକ ଗାଁ ତୋରଣ ପଡ଼ାରେ ବି ଭିଜିଲାନ୍ସ ପକ୍ଷରୁ ଚଢ଼ଉ ଜାରି କରାଯାଇଛି ।

ଏଥିରେ ୭ଜଣ ଡିଏସ୍ପି, ୫ଜଣ ଇନ୍ସପେକ୍ଟର , ୮ଜଣ ଏଏସଆଇ ଏହି ଚଢଉରେ ସାମିଲ ହୋଇଛନ୍ତି । ଅଧିକ୍ଷଣ ଯନ୍ତ୍ରୀ ବିଶ୍ୱବନ୍ଧୁ ପାଣିଗ୍ରାହୀଙ୍କ ବିରୋଧରେ ଆୟ ବର୍ହିଭୂତ ସମ୍ପତ୍ତି ଠୂଳ କରିବାର ଅଭିଯୋଗ ହୋଇଥିଲା । ଏହାକୁ ଆଧାର କରି ଭିଜିଲାନ୍ସ ଦ୍ୱାରା ଏହି ଚଢାଉ ହୋଇଛି । 

  • Trending Tag

  • No Trending Add This News
google-add
google-add
google-add

ଯୋଜନା

ଆପଣଙ୍କ ପସନ୍ଦର

google-add
google-add
google-add