Thursday, February 13, 2025

Logo
Loading...
google-add

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା କଲେ ଗଜପତି ଦିବ୍ୟସିଂହଦେବ

Rasmi Ranjan Rout | 11:37 AM, Fri Nov 03, 2023

ଓଡ଼ିଶା 365 (ବ୍ୟୁରୋ): ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା କଲେ ଗଜପତି ଦିବ୍ୟସିଂହଦେବ। ଆସନ୍ତାକାଲି  ଗଜପତିଙ୍କ ଅଧ୍ୟକ୍ଷତାରେ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ବସିବାକୁ ଥିବାବେଳେ ଏହା ପୂର୍ବରୁ ଆଜି ଏହାର ସମୀକ୍ଷା କରିଛନ୍ତି ଗଜପତି। ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ସହ ଜଗନ୍ନାଥ ବଲ୍ଲଭ ଉନ୍ନୟନ କାମର ସମୀକ୍ଷା କରିଛନ୍ତି । 

ପ୍ରଥମେ ଜଗନ୍ନାଥ ବଲ୍ଳଭରେ ହେଉଥିବା ମଲ୍ଟି ଲେଭଲ ପାର୍କିିଂ, ତୀର୍ଥଯାତ୍ରୀ କେନ୍ଦ୍ର ନିର୍ମାଣ, ୩୭ ଶହ ବର୍ଗଫୁଟର ଧ୍ୟାନ ଯୋଗ କେନ୍ଦ୍ର, ୧୮୪ଟି ଦୋକାନ, ୧୪୨୦ କାର ପାର୍କିଂ, ୨ ଶହ ଦୁଇ ଚକିଆ ଯାନ କାର୍ଯ୍ୟର ସମୀକ୍ଷା କରିଥିଲେ । ପ୍ରକଳ୍ପ ପ୍ରତିଷ୍ଠା, ପୂଜା ଓ ଲୋକାର୍ପଣ ନେଇ ବୈଠକରେ ଆଲୋଚନା ଥିବାରୁ ତା ପୂର୍ବରୁ ସମୀକ୍ଷା କରିଛନ୍ତି ଗଜପତି । ଗଜପତି ମହାରାଜାଙ୍କ ସମୀକ୍ଷା ବେଳେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଓ ଉପଜିଲ୍ଲାପାଳ ମଧ୍ୟ ଉପସ୍ଥିତ ଥିଲେ ।

  • Trending Tag

  • No Trending Add This News
google-add
google-add
google-add

ଯୋଜନା

ଆପଣଙ୍କ ପସନ୍ଦର

google-add

ଯୁବ

google-add
google-add