Tuesday, July 23, 2024

Logo
Loading...
google-add

ଶ୍ରୀମନ୍ଦିରକୁ ପାନ ଗୁଟୁଖା ମନା

| 13:55 PM, Tue Nov 14, 2023

ଓଡ଼ିଶା 365 (ବ୍ୟୁରୋ) : ଆଜିଠାରୁ ଶ୍ରୀମନ୍ଦିରରେ ଲାଗୁ ହେଲା ନୂଆ କଟକଣା । ପାନ ଗୁଟୁଖା ଉପରେ ଲାଗିଲା ରୋକ୍ । ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନିଷ୍ପତି । ବରାହ ପୁରାଣ ଆଧାରରେ କଟକଣା ଜାରି କରାଯାଇଥିବା ନେଇ ସୂଚନା ।

ଜାନୁଆରୀ ୧ରୁ ଡ୍ରେସକୋଡ୍ ଭଳି ପାନଗୁଟୁଖାକୁ ସମ୍ପୂର୍ଣ୍ଣ ନିଷିଦ୍ଧ କରାଯିବ । ଏନେଇ ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ ଦାସ । ତାଙ୍କର ସୂଚନା ଅନୁଯାୟୀ, ଶ୍ରୀମନ୍ଦିର ଭିତରେ କେହି ପାନ ଗୁଟୁଖା ଖାଇବେ ନାହିଁ କି ଛେପ ପକାଇ ପାରିବେ ନାହିଁ । ଏପରିକି ସେବାୟତଙ୍କୁ ବି ପାନ ଗୁଟୁକା ଖାଇବା ଉପରେ କଟକଣା ଲାଗିଲା ।

  • Trending Tag

  • No Trending Add This News
google-add
google-add
google-add

ଯୋଜନା

ଆପଣଙ୍କ ପସନ୍ଦର

google-add

ଯୁବ

google-add
google-add